Congress Protest Outside PM Modi’s Residence: ନିଟ୍ ପେପର୍ ଲିକ୍ ମାମଲା; ପ୍ରଧାନମନ୍ତ୍ରୀଙ୍କ ଦିଲ୍ଲୀ ବାସଭବନ ଆଗରେ କଂଗ୍ରେସର ଧାରଣା

ନିଟ୍ ପେପର୍ ଲିକକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଦିଲ୍ଲୀ ବାସଭବନ ଆଗରେ କଂଗ୍ରେସର ଧାରଣା । ଆଜି କଂଗ୍ରେସ ପକ୍ଷରୁ ନୂଆଦିଲ୍ଲୀ ଲୋକ କଲ୍ୟାଣ ମାର୍ଗରେ ଥିବା ପ୍ରଧାନମନ୍ତ୍ରୀଙ୍କ ସରକାରୀ ବାସଭବନ ସମ୍ମୁଖରେ ଧାରଣା ଦିଆଯାଇଛି । କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

AI Cameras to be Installed in Jails: କଏଦୀଙ୍କୁ ଜଗିବ AI କ୍ୟାମେରା: ଜେଲ୍‌ ଡିଜି

ଜେଲ ଭିତରେ ଏବଂ ପରିସରରେ କଏଦୀଙ୍କୁ ଜଗିବ AI କ୍ୟାମେରା । ଏ ନେଇ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକ ପରେ ସୂଚନା ଦେଇଛନ୍ତି ଜେଲ୍‌ ଡିଜି । ସେ କହିଛନ୍ତି ୨୦ଟି ଜେଲ୍‌ରେ ଭିଡିଓ ଆନାଲିଟିକ୍ସ ସହିତ ଏଆଇ…

Odisha Vigilance Nabs RI: ଭିଜିଲାନ୍ସ ଜାଲରେ କୁଆଁରମୁଣ୍ଡା କୋଲସିହିରିଆ RI

ଲାଞ୍ଚ ନେଇ ଧରାପଡ଼ିଲେ ମହିଳା ଆର୍‌ଆଇ । ୪ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ କୁଆଁରମୁଣ୍ଡା କୋଲସିହିରିଆ ଆର୍‌ଆଇ ଅନୀତା ଜେନା । ଜଣେ ଆବେଦନକାରୀଙ୍କ ପୈତୃକ ଜମିର ଡିମାର୍କେସନ୍ ରିପୋର୍ଟ ପ୍ରଦାନ କରିବା ପାଇଁ ଲାଞ୍ଚ ନେଉଥିବା ବେଳେ…

SIR Process in Odisha: ୫୮ ଲକ୍ଷ ଲୋକଙ୍କୁ ଦିଆଯାଇଛି ନୋଟିସ୍: ସିଇଓ

ଓଡ଼ିଶାରେ ଚାଲିଥିବା ସ୍ପେଶାଲ୍ ଇଣ୍ଟେନ୍ସିଭ୍ ରିଭିଜନ୍ (SIR) ଅର୍ଥାତ୍ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ ୫୮ ଲକ୍ଷ ଲୋକଙ୍କୁ ଦିଆଯାଇଛି ନୋଟିସ୍ । ଏ ନେଇ ଆଜି ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍ ଗୋପାଳନ। ସେ କହିଛନ୍ତି…

NEET Paper Leak Protest in Delhi: ଦିଲ୍ଲୀରେ ଲାଠିଚାର୍ଜ ଘଟଣା; ଆହତ ଛାତ୍ରଛାତ୍ରୀଙ୍କୁ ଭେଟିଲେ ବିଜେଡିର ରାଜ୍ୟସଭା ସାଂସଦ

ଦିଲ୍ଲୀରେ ଶାନ୍ତିପୂର୍ଣ୍ଣ ଛାତ୍ର ଆନ୍ଦୋଳନ ସମୟରେ ପୋଲିସ ଲାଠିଚାର୍ଜରେ ଆହତ ହୋଇ ରାମ ମନୋହର ଲୋହିଆ (ଆର୍‌ଏମ୍‌ଏଲ୍‌) ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଛାତ୍ରଛାତ୍ରୀଙ୍କୁ ମଙ୍ଗଳବାର ବିଜୁ ଜନତା ଦଳର ରାଜ୍ୟସଭା ସାଂସଦମାନଙ୍କ ଏକ ପ୍ରତିନିଧି ଦଳ ଭେଟି ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ…

Odisha Renames Regional Education Directorates: ବଦଳିଲା ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ନାଁ

ବଦଳିଲା ରାଜ୍ୟ ସରକାରଙ୍କ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ନାମ । ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ ନାମକୁ ପରିବର୍ତ୍ତନ କରାଯାଇ ଆଞ୍ଚଳିକ ବିଦ୍ୟାଳୟ ଶିକ୍ଷା ନିର୍ଦ୍ଦେଶାଳୟ ହୋଇଛି । ସେହିପରି ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ ପଦବୀକୁ…

President Murmu To Visit Odisha: ଅଗଷ୍ଟ ୩ରେ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁର ଗସ୍ତ କରିବା ସହ ଗଞ୍ଜାମ ଜିଲ୍ଲାର ତପ୍ତପାଣି ମଧ୍ୟ…

Anganwadi Management Committee in Odisha: ସବୁ ଅଙ୍ଗନବାଡ଼ି କେନ୍ଦ୍ରରେ ଗଠନ ହେବ ଅଙ୍ଗନବାଡ଼ି ପରିଚାଳନା କମିଟି

ସବୁ ଅଙ୍ଗନବାଡ଼ି କେନ୍ଦ୍ରରେ ଗଠନ ହେବ ଅଙ୍ଗନବାଡ଼ି ପରିଚାଳନା କମିଟି । ସାମୁଦାୟିକ ମାଲିକାନା ଏବଂ ଦାୟିତ୍ୱ ବୃଦ୍ଧି କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାର ରାଜ୍ୟର ପ୍ରତ୍ୟେକ ଅଙ୍ଗନୱାଡି କେନ୍ଦ୍ରରେ ସମସ୍ତ ମହିଳା ଅଙ୍ଗନୱାଡି ପରିଚାଳନା…

Odisha Education Crisis: ରାଜ୍ୟରେ ଜଣେ ଶିକ୍ଷକରେ ଚାଲିଛି ୧୪୫୮ ସ୍କୁଲ୍‌

ଓଡ଼ିଶାରେ କମୁଛି ଶିକ୍ଷାର ମାନ । ୨୦୨୫-୨୬ ଶିକ୍ଷାବର୍ଷରେ ଓଡ଼ିଶାରେ ଏକକ ଶିକ୍ଷକ ଥିବା ବିଦ୍ୟାଳୟ ସଂଖ୍ୟା ପ୍ରାୟ ୩୪ ପ୍ରତିଶତ ବୃଦ୍ଧି ପାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟର UDISE+ ରିପୋର୍ଟରେ ଏହି ପରୁ ସାଂଘାତିକ ତଥ୍ୟ ସାମ୍ନାକୁ ଆସିଛି ।…