କେନ୍ଦୁଝରରେ ଅଭିଯୁକ୍ତ ଚୋରକୁ ଏନକାଉଣ୍ଟର। କେନ୍ଦୁଝର ଜିଲ୍ଲାର ଚମ୍ପୁଆ ନିକଟସ୍ଥ ପାଟଲା ଜଙ୍ଗଲରେ ଚୋରି ମାମଲାରେ ଅଭିଯୁକ୍ତ ମହମ୍ମଦ ନଫିସକୁ ଏନ୍କାଉଣ୍ଟର କରିଛି ପୋଲିସ। ଏହି ଏନକାଉଣ୍ଟରରେ ନାସିଫର ଡାହାଣ ଗୋଡ଼ରେ ଗୁଳି ବାଜିଛି। ତାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଧରରଣୀଧର ମେଡିକାଲରେ କଲେଜରେ ଭର୍ତ୍ତି କରାଯାଇଛି। Post navigation Heavy Rain Alert in Odisha: ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ଆଜି ୭ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା Ratha Jatra 2026: ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା ବୈଠକ ଆରମ୍ଭ