ହୀରାକୁଦର ୧୦ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି । ଆଜି ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି। ପ୍ରଥମ ଦିନରେ ଦୁଇଟି ପର୍ଯ୍ୟାୟରେ ମୋଟ ୧୦ଟି ଗେଟ୍ ଖୋଲାଯାଇଛି । ପ୍ରଥମ ପର୍ଯ୍ୟାୟରେ ୪ଟି ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୬ଟି ଗେଟ୍ ଖୋଲାଯାଇଛି ।

 

Leave a Reply

Your email address will not be published. Required fields are marked *