ଜୁଲାଇ ୧୦ରେ ରାଜସ୍ଥାନ ସିକର ଜିଲ୍ଲାରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ସ୍ଥଗିତ । ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଲେ ସିକର ଜିଲ୍ଲା ମାଜିଷ୍ଟ୍ରେଟ୍। ଗତକାଲି ଅଦିନ ରଥଯାତ୍ରା ବନ୍ଦ ପାଇଁ ଚିଠି ଲେଖିଥିଲେ ପୁରୀ ଜିଲ୍ଲାପାଳ । ତିଥି ଅନୁସାରେ ରଥଯାତ୍ରା ପାଳନ ପାଇଁ ଅନୁରୋଧ କରିଥିଲେ ଜିଲ୍ଲାପାଳ । ଏନେଇ ସିକର ଜିଲ୍ଲାପାଳ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଏକ ଚିଠି ଲେଖିଛନ୍ତି । ଚିଠିରେ ରଥଯାତ୍ରା ବନ୍ଦ କରାଯାଇଥିବା ନେଇ ସୂଚନା ଦିଆଯାଇଛି । Post navigation Tension At FM University: ଫକିର ମୋହନ ବିଶ୍ୱବିଦ୍ୟାଳୟରେ ବିଳମ୍ୱିତ ରାତିରେ ଉତ୍ତେଜନା; ନର୍ସିଂ କଲେଜର ଛାତ୍ରଛାତ୍ରୀଙ୍କୁ ଆକ୍ରମଣ ଅଭିଯୋଗ