ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକର ଏକ ପବ୍‌ରେ ଭୟଙ୍କର ଅଗ୍ନିକାଣ୍ଡ । ଏହି ଭୟଙ୍କର ଅଗ୍ନିକାଣ୍ଡରେ ଅତି କମରେ ୨୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬୦ରୁ ଅଧିକ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୧୮ ମହିଳାଥିବାର ଜଣାପଡ଼ିଛି । ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ିନାହିଁ, ଉଚ୍ଚସ୍ତରୀୟ ତଦନ୍ତ ଆରମ୍ଭ ହୋଇଛି ।

ଅନ୍ୟପଟେ ଉତ୍ତର ବ୍ୟାଙ୍କକରେ ଥିବା ‘ନା ଲାଡପ୍ରାଓ’ ପବ୍‌ର ସମ୍ମୁଖ ପଟୁ ପ୍ରବଳ ନିଆଁ ଏବଂ ଧୂଆଁ ବାହାରୁଥିବା ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।

Leave a Reply

Your email address will not be published. Required fields are marked *