ଭୁବନେଶ୍ବର ଲୋୟର ପିଏମଜିରେ ଆମରଣ ଅନଶନରେ ବସିଲେ ଚାମେଲୀ ଓଝା। ମହାକାଳପଡ଼ା ବିଡ଼ିଓ ଓ ଆଇଆଇସିଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି ନେଇ କେନ୍ଦ୍ରାପଡ଼ା ମହାକାଳପଡ଼ା ବ୍ଲକ୍ ତିଖିରୀ ସରପଞ୍ଚ ଚାମେଲୀ ଓଝା । ତାଙ୍କ ପ୍ରତି ହୋଇଥିବା ଅନ୍ୟାୟ ଓ ଅତ୍ୟାଚାରର ବିଚାର ଦାବି କରି ଅନଶନ ଆରମ୍ଭ କରିଛନ୍ତି । ଦାବି ପୂରଣ ନହେଲେ ଆନ୍ଦୋଳନକୁ ବ୍ୟାପକ କରିବେ ବୋଲି ଚେତାବନୀ ଦେଇଥିଲେ ।

 

Leave a Reply

Your email address will not be published. Required fields are marked *