ବର୍ଷା ପାଇଁ ଭଦ୍ରକରେ ସ୍କୁଲ୍‌ ଛୁଟି ଘୋଷଣା। ସମସ୍ତ ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ୍‌ ଛୁଟି ଘୋଷଣା କଲେ ଜିଲ୍ଲାପାଳ । ପ୍ରବଳ ବର୍ଷା ଯୋଗୁଁ ଅନେକ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହେବା ଏବଂ ଯାତାୟାତ ବାଧାପ୍ରାପ୍ତ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଆଜି ପାଇଁ ସମସ୍ତ ସ୍କୁଲରେ ଛୁଟି ଘୋଷଣା କରିଛି।

Leave a Reply

Your email address will not be published. Required fields are marked *