ଆସନ୍ତାକାଲି ପବିତ୍ର ରଥଯାତ୍ରା। ଏହା ପୂର୍ବରୁ ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀ ଗୋବର୍ଦ୍ଧନ ପୀଠରେ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ସାକ୍ଷାତ କରି ଆଶୀର୍ବାଦ ଗ୍ରହଣ କରିଛନ୍ତି ।

ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ କରି ରଥଯାତ୍ରା ପାଇଁ ଗୁରୁତତ୍ୱପୂର୍ଣ୍ଣ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ। ଏହା ସହ ରଥଯାତ୍ରା ପାଇଁ କିଛି ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶକୁ ମାନିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛନ୍ତି ଶଙ୍କରାଚାର୍ଯ୍ୟ ।

Leave a Reply

Your email address will not be published. Required fields are marked *