ଶ୍ରୀକ୍ଷେତ୍ର ପୁରୀରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ରତ୍ନବେଦୀ ଛାଡ଼ି ଜନ୍ମବେଦୀକୁ ଯିବେ କାଳିଆ ସାଆନ୍ତ । ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ମା ସୁଭଦ୍ରାଙ୍କ ‘ଦେବଦଳନ’ ରଥରେ ସ୍ଥାପନା କରିବା ପରେ ବଡ଼ଠାକୁର ଶ୍ରୀ ବଳଦେବଙ୍କୁ ପହଣ୍ଡିରେ ଶ୍ରୀମନ୍ଦିରରୁ ରଥାରୁଢ଼ ପାଇଁ ଅଣାଯିବା ପରେ ଭଉଣୀ ସୁଭଦ୍ରାଙ୍କୁ ପହଣ୍ଡିରେ ରୁଢାରୁଣ କରାଯାଇଛି । ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ବିଜେ ଅନୁଷ୍ଠିତ ହୋଇଛି । ପହଣ୍ଡି ବିଜେ ଆରମ୍ଭ ହୋଇଛି । ଶଙ୍ଖଧ୍ୱନି, ଘଣ୍ଟ, କାହାଳୀ, ହରିବୋଲ ଓ ଜୟ ଜଗନ୍ନାଥ ଧ୍ୱନିରେ କମ୍ପି ଉଠିଛି ସମଗ୍ର ଶ୍ରୀକ୍ଷେତ୍ର । Post navigation SC to Hear Plea Against Orissa HC Stay on Animated Film ‘Mahaprabhu Jagannath’ Ratha Jatra: ପବିତ୍ର ରଥଯାତ୍ରା; ସିଂହଦ୍ୱାର ଠାରେ ଟଙ୍କ ତୋରାଣି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ