ରାଜ୍ୟରେ ଜାରି ରହିଥିବା ବର୍ଷାକୁ ଦୃଷ୍ଟିରେ ରଖି ଆଜି ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ସ୍କୁଲ୍‌ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ବନ୍ଦ ଘୋଷଣା କଲେ ଜିଲ୍ଲାପାଳ । ଜିଲ୍ଲା ପ୍ରଶାସନ ପକ୍ଷରୁ ଅଭିଭାବକମାନଙ୍କୁ ମଧ୍ୟ ସତର୍କ ରହିବାକୁ ଅନୁରୋଧ କରାଯାଇଛି । ଅନାବଶ୍ୟକ ଭାବେ ଶିଶୁମାନଙ୍କୁ ବାହାରକୁ ନଛାଡ଼ିବା ସହ ବର୍ଷା ସମୟରେ ସୁରକ୍ଷା ନିୟମ ପାଳନ କରିବାକୁ କୁହାଯାଇଛି ।

Leave a Reply

Your email address will not be published. Required fields are marked *