୩୫ ପୌରାଧ୍ୟକ୍ଷ ପଦ ପାଇଁ ସଂରକ୍ଷଣ ଖସଡ଼ା ତାଲିକା ପ୍ରକାଶ ପାଇଛି। ସଂରକ୍ଷଣ ସମ୍ପର୍କିତ ଖସଡ଼ା ବିଜ୍ଞପ୍ତି ପ୍ରକାଶ କଲେ ରାଜ୍ୟ ସରକାର । ଏସ୍ସି, ଏସ୍ଟି, ମହିଳା ଓ ଅଣସଂରକ୍ଷିତ ବର୍ଗ ପାଇଁ ପଦ ସଂରକ୍ଷଣ ପ୍ରସ୍ତାବ ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ; ୧୫ ଦିନ ମଧ୍ୟରେ ଆପତ୍ତି ଓ ପରାମର୍ଶ ଦେଇପାରିବେ ସାଧାରଣ ଲୋକ । ନିର୍ଦ୍ଦେଶକ, ପୌର ପ୍ରଶାସନଙ୍କ କାର୍ଯ୍ୟାଳୟରେ ଏହି ମତାମତ ଗ୍ରହଣ କରାଯିବ । ୧୧ଟି ପୌରାଧ୍ୟକ୍ଷ ପଦ ଅନୁସୂଚିତ ଜାତି (ମହିଳା) ପାଇଁ ସଂରକ୍ଷିତ । ୭ଟି ପଦ ଅନୁସୂଚିତ ଜାତି, ୭ଟି ପଦ ଅନୁସୂଚିତ ଜନଜାତି (ମହିଳା) ୪ଟି ପଦ ଅନୁସୂଚିତ ଜନଜାତି, ୪ଟି ପଦ ମହିଳାଙ୍କ ପାଇଁ ସଂରକ୍ଷିତ । Post navigation Prafulla Samal Hospitalised: ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି