ବହୁ ଚର୍ଚ୍ଚିତ ବାଲିଅନ୍ତା ଭିଡ଼ହତ୍ୟା ମାମଲାରେ ଆସିଲା ସୌମ୍ୟରଞ୍ଜନ ସ୍ବାଇଁଙ୍କ ସାଙ୍ଗ ଓମ୍‌ର ଲାଇ ଡିଟେକ୍ସନ ଟେଷ୍ଟ ରିପୋର୍ଟ । ଓମ ସତ କହିଥିବା ରିପୋର୍ଟରୁ ସ୍ପଷ୍ଟ ହୋଇଛି।

ଅନ୍ୟପଟେ ଏହି ଘଟଣାରେ ୫/୬ ଅଭିଯୁକ୍ତ ଏବେ ବି ଫେରାର ରହିଥିବା ସୂଚନା ଦେଇଛି କ୍ରାଇମବ୍ରାଞ୍ଚ । କ୍ରାଇମବ୍ରାଞ୍ଚ ପକ୍ଷରୁ କୁହାଯାଇଛି ଯେ ୱାରେଣ୍ଟ ସହ ଅଭିଯୁକ୍ତମାନଙ୍କୁ ପଳାତକ ଘୋଷଣା କରି ୯୦ ଦିନ ଭିତରେ ଚାର୍ଜସିଟ୍ ଦାଖଲ କରାଯିବ । ଗିରଫ ୨୦ ଅଭିଯୁକ୍ତମାନଙ୍କ ସହ ଫେରାର ୫ ଅଭିଯୁକ୍ତଙ୍କ ବିରୋଧରେ ମଧ୍ୟ ଚାର୍ଜସିଟ୍ ଦାଖଲ କରାଯିବ ।

Leave a Reply

Your email address will not be published. Required fields are marked *