ବଦଳି ଆଦେଶକୁ ଅଣଦେଖା କରୁଥିବା ଅଧିକାରୀଙ୍କ ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି ରାଜ୍ୟ ଅର୍ଥ ବିଭାଗ। ଅର୍ଥ ବିଭାଗର ତିନି ତିନି ଥର ନିର୍ଦ୍ଦେଶକୁ ଫୁ’ ପରେ ବିଭାଗର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଆଜି ସୁଦ୍ଧା ନୂଆ ସ୍ଥାନରେ ଯୋଗ ନଦେଲେ ଆସନ୍ତାକାଲିଠାରୁ ସେମାନଙ୍କ ଦରମା ବନ୍ଦ କରାଯିବ ବୋଲି ସ୍ପଷ୍ଟ କରିଛି ବିଭାଗ। Post navigation Fertilizer Crisis in Odisha: ରାଜ୍ୟରେ ଦୂର ହେବ ସାର ସଂକଟ; ଡିଏପି ଓ ୟୁରିଆର ବିକଳ୍ପକୁ ପ୍ରୋତ୍ସାହନ ପାଇଁ ଚିଠି Youth Attacked in Bhubaneswar: ରାଜଧାନୀରେ ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହାଣିଲେ ଦୁର୍ବୃତ୍ତ