ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଭାରତୀୟ ପାଣିପାଗ ବିଭାଗ ଜୁନ୍ ୨୪ ସୁଦ୍ଧା ବଙ୍ଗୋପସାଗର ଉପରେ ଏକ ନୂତନ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ପୂର୍ବାନୁମାନ କରିଛି। ଏହା ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।

ଅନ୍ୟପଟେ ରାଜ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ରାଜ୍ୟରେ ଆସନ୍ତାକାଲି ସକାଳ ସାଢେ ୮ଟା ଯାଏଁ ରାଜ୍ୟର ୨୦ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ମାରିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

 

 

Leave a Reply

Your email address will not be published. Required fields are marked *