ବଦଳିଲା ରାଜ୍ୟ ସରକାରଙ୍କ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ନାମ । ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ ନାମକୁ ପରିବର୍ତ୍ତନ କରାଯାଇ ଆଞ୍ଚଳିକ ବିଦ୍ୟାଳୟ ଶିକ୍ଷା ନିର୍ଦ୍ଦେଶାଳୟ ହୋଇଛି । ସେହିପରି ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ ପଦବୀକୁ ‘ଆଞ୍ଚଳିକ ବିଦ୍ୟାଳୟ ଶିକ୍ଷା ନିର୍ଦ୍ଦେଶକ’ ନାମରେ ନାମିତ କରାଯାଇଛି ।

Leave a Reply

Your email address will not be published. Required fields are marked *