ଲାଞ୍ଚ ନେଇ ଧରାପଡ଼ିଲେ ମହିଳା ଆର୍ଆଇ । ୪ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ କୁଆଁରମୁଣ୍ଡା କୋଲସିହିରିଆ ଆର୍ଆଇ ଅନୀତା ଜେନା । ଜଣେ ଆବେଦନକାରୀଙ୍କ ପୈତୃକ ଜମିର ଡିମାର୍କେସନ୍ ରିପୋର୍ଟ ପ୍ରଦାନ କରିବା ପାଇଁ ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଆର୍ଆଇ। Post navigation SIR Process in Odisha: ୫୮ ଲକ୍ଷ ଲୋକଙ୍କୁ ଦିଆଯାଇଛି ନୋଟିସ୍: ସିଇଓ AI Cameras to be Installed in Jails: କଏଦୀଙ୍କୁ ଜଗିବ AI କ୍ୟାମେରା: ଜେଲ୍ ଡିଜି