ବାହୁଡ଼ା ଯାତ୍ରାରେ ଆରମ୍ଭ ହେଲା ପହଣ୍ଡି । ଗୁଣ୍ଡିଚା ମନ୍ଦିରରେ ନଅ ଦିନର ଲୀଳାଖେଳା ସମାପ୍ତ କରି ଆଜି ଚତୁର୍ଦ୍ଧାମୂର୍ତ୍ତି ଶ୍ରୀମନ୍ଦିରକୁ ବାହୁଡ଼ିବାକୁ ବାହାରିଛନ୍ତି। ଶ୍ରୀସୁଦର୍ଶନଙ୍କ ପରେ ଏବେ ବଡ଼ଠାକୁରଙ୍କ ପହଣ୍ଡି ଆରମ୍ଭ ହୋଇଛି । ଧାଡ଼ି ପହଣ୍ଡିରେ ଆସୁଛନ୍ତି ବଡ଼ଠାକୁର ଶ୍ରୀବଳଭଦ୍ର ।

ପୂର୍ବ ନିର୍ଦ୍ଧାରିତ ନୀତି ଅନୁଯାୟୀ ଦିନ ୧୨ଟାରୁ ପହଣ୍ଡି ଆରମ୍ଭ ହେବାର କାର୍ଯ୍ୟକ୍ରମ ଥିଲେ ମଧ୍ୟ, ଆଜି ନୀତି ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଛି।

Leave a Reply

Your email address will not be published. Required fields are marked *