ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO)ରୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ବହୁଚର୍ଚ୍ଚିତ ହତ୍ୟା ମାମଲା ସହିତ ଜଡିତ ତଦନ୍ତ କମିଶନ ଫାଇଲ୍ ଗାଏବ ହେବାର ଅଭିଯୋଗର ତଦନ୍ତ ଓଡ଼ିଶା କ୍ରାଇମ୍ ବ୍ରାଞ୍ଚ କରିବ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଘଟଣାର ବିସ୍ତୃତ ତଦନ୍ତ କରିବାକୁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଅନୁଯାୟୀ; ନାଇଡୁ କମିଶନ ଘଟଣାର ତଦନ୍ତ କରି ରିପୋର୍ଟ ପ୍ରଦାନ କରିଥିଲେ । ଆଉ ସେହି ରିପୋର୍ଟ ସିଏମ୍‌ଓର ହଜିବା ଘଟଣାକୁ ନେଇ ଥାନାରେ ମାମଲା ରୁଜୁ ହେବା ପରେ ଆରମ୍ଭ ହୋଇଥିଲା ତଦନ୍ତ । ଏବେ ଫାଇଲ ହଜିବା ଘଟଣାରେ ତଦନ୍ତ କରିବ କ୍ରାଇମବ୍ରାଞ୍ଚ ।

 

 

Leave a Reply

Your email address will not be published. Required fields are marked *