ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ସ୍ୱତନ୍ତ୍ର ନୀତି ଯୋଗୁଁ ୫ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୧ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ହେବ ନୀତିକାନ୍ତି । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। Post navigation Parliament’s Monsoon Session: ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଓଡିଶାରୁ ଉପକୃତ ହେଉଛନ୍ତି ୩କୋଟି ୨୧ ଲକ୍ଷରୁ ଅଧିକ Swami Laxmanananda Saraswati Book Released: ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ଉପରେ ଲିଖିତ ପୁସ୍ତକ ଉନ୍ମୋଚନ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ