All Schools, Colleges And Anganwadis Closed In 11 Odisha Districts Today Due To Heavy Rain

ଖୋର୍ଦ୍ଧା ଜିଲ୍ଲାରେ ୩୧ ତାରିଖ ଯାଏଁ ସମସ୍ତ ସ୍କୁଲ୍‌ ଛୁଟି । ଜିଲ୍ଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ୩୧ ତାରିଖ ଯାଏଁ ସମସ୍ତ ସ୍କୁଲ୍‌ ଛୁଟି ନିମନ୍ତେ ଜିଲ୍ଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ଜିଲ୍ଲାପାଳ । ଏଥି ସହିତ ଶିକ୍ଷକମାନେ ସ୍କୁଲରେ ଉପସ୍ଥିତ ରହିବା ପାଇଁ କଡ଼ା ନିର୍ଦ୍ଦେଶନାମା ଜାରି ହୋଇଛି ।

Leave a Reply

Your email address will not be published. Required fields are marked *