Oplus_131072

ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଆରଆଇ । ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ମାଧବ ତହସିଲର ରାଜସ୍ୱ ନିରୀକ୍ଷକ (RI) କିଶୋର ସ୍ୱାଇଁ। ଏକ ଜମିପଟ୍ଟା ମ୍ୟୁଟେସନ କରାଇଦେବା ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଧରିଲା ଭିଜିଲାନ୍ସ । ଏହାପରେ ଆରଆଇ କିଶୋର ସ୍ୱାଇଁଙ୍କ ନିକଟରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯିବା ସହ ତାଙ୍କର ବିଭିନ୍ନ ଠିକଣାରେ ଭିଜିଲାନ୍ସ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି।

 

 

 

Leave a Reply

Your email address will not be published. Required fields are marked *