ବହୁଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତତ୍କାଳୀନ ପାରଳାଖେମୁଣ୍ଡି ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା ପାରଳାଖେମୁଣ୍ଡି ଜିଲ୍ଲା ଓ ଦୌରାଜଜ୍ ଅଦାଲତଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଦୀର୍ଘ ୫ ବର୍ଷ ପରେ ଡିଏଫ୍ଓ ଆତ୍ମସମର୍ପଣ କରିଛନ୍ତି ।

ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ଓ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କ ବିରୁଦ୍ଧରେ ହତ୍ୟା ମାମଲା ରୁଜୁ ହୋଇଛି । ଗତବର୍ଷ ପାରଳାଖେମୁଣ୍ଡି ଏସଡିଜେଏମଙ୍କ ନିକଟରେ ହତ୍ୟା ମାମଲା ଅଭିଯୋଗ ଆଣିଥିଲେ ସୌମ୍ୟଙ୍କ ବାପା ଅଭିରାମ ମହାପାତ୍ର ।

Leave a Reply

Your email address will not be published. Required fields are marked *