ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମ୍ପତି । ଏନେଇ ଆଡଭୋକେଟ୍ ଜେନେରାଲ୍ ପୀତାମ୍ବର ଆଚାର୍ଯ୍ୟ ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି । ଆଗକୁ ନୂଆ କୁଳପତି ନିଯୁକ୍ତି ନେଇ ନୂଆ ଅଧ୍ୟାଦେଶ ଅଣାଯିବ । ତେବେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଭାରପ୍ରାପ୍ତ କୁଳପତି ନିଯୁକ୍ତିକୁ ବେଆଇନ ଦର୍ଶାଇ ହାଇକୋର୍ଟରେ ଆଇନଜୀବୀ ପ୍ରବୀର୍ ଦାସ ପୂର୍ବରୁ ମାମଲା ଦାୟର କରିଥିଲେ । Post navigation ବଳଙ୍ଗାରେ ଛାତ୍ରୀଙ୍କୁ ପୋଡ଼ିଦେବା ଘଟଣାରେ ୩ ଅଟକ ଭିଜିଲାନ୍ସ ଜାଲରେ ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ; ଜବତ ହେଲା ୩ ପ୍ଲଟ ସହ ଫାର୍ମହାଉସ୍