ଶ୍ରୀମନ୍ଦିର ରୋଷଘରେ ଲୁହା କଢେଇରେ ରାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦିଆଯାଇଛି। ଏହି ପ୍ରସଙ୍ଗରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ନିର୍ଦ୍ଦେଶ ଦେଇଛନ୍ତି। ରୋଷଘର ପରିଦର୍ଶନ କରି କଢେଇ ଜବତ ସହ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ୭ ଦିନ ଭିତରେ ରିପୋର୍ଟ ଦାଖଲ କରିବାକୁ ତାଗିଦ କରିଛନ୍ତି ମୁଖ୍ୟ ପ୍ରଶାସକ ଶ୍ରୀ ପାଢୀ।

Leave a Reply

Your email address will not be published. Required fields are marked *