ଗୋପାଳପୁର ବନ୍ଦରକୁ ହାତକୁ ନେଲା ଆଦାନୀ ଗ୍ରୁପ୍ ଅଫ୍ କମ୍ପାନୀ। ୩୦୮୦ କୋଟି ଟଙ୍କାରେ ଗୋପାଳପୁର ପୋର୍ଟ ଲିମିଟେଡ୍ ସହ ଚୁକ୍ତି କଲା ଆଦାନୀ ।

ଆଦାନୀ ପୋର୍ଟ୍ସ ଆଣ୍ଡ ସ୍ପେଶାଲ ଇକୋନୋମିକ୍ ଜୋନ୍ ଲିଃ (APSEZ)ର ଚୁକ୍ତି ହୋଇଛି।SP ଗ୍ରୁପ୍‌ର ୫୬% ଓ OSLର ୩୯% ଅଂଶଧନ କିଣିବା ନେଇ ଚୁକ୍ତି ହୋଇଛି । ଆଦାନୀ ଗ୍ରୁପ୍‌ର ସର୍ବଭାରତୀୟ ପୋର୍ଟ ନେଟୱାର୍କରେ ଯୋଡ଼ି ହେଲା GPL।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *