ଭୁବନେଶ୍ୱର : ବିଜେଡିରେ ଯୋଗଦେଲେ ଅଧିରାଜ ପାଣିଗ୍ରାହୀ । ଶଙ୍ଖ ଭବନରେ ପହଞ୍ଚ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି । ତେବେ ଗତକାଲି କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ । ଗତକାଲି ସେ ତାଙ୍କର ଇସ୍ତଫାପତ୍ର ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ପଠାଇଥିଲେ । ସେ ଦଳ ଛାଡ଼ିବାର କୌଣସି କାରଣ ଉଲ୍ଲେଖ କରିନଥିଲେ ।

୨୦୧୯ ନିର୍ବାଚନରେ ପାଣିଗ୍ରାହୀ କଂଗ୍ରେସ ଟିକେଟରେ ପ୍ରଥମ ଥର ପାଇଁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଜଣେ ଟାଣୁଆ ବିଧାୟକ ଭାବରେ ତାଙ୍କର ପରିଚୟ ଅଛି ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *