ଆହାର ଯୋଜନା ବନ୍ଦ କରାଯିବନି କହିଲେ ନଗର ଉନ୍ନୟନ ମନ୍ତ୍ରୀ । ଆହାର ପ୍ରତି ଲୋକଙ୍କ ଆଗ୍ରହ ଅଛି, ତେଣୁ ସେଥିପ୍ରତି ଗୁରୁତ୍ବ ଦିଆଯାଉଛି। ଆହାର ନାଁ ପରିବର୍ତ୍ତନ ନେଇ ପରବର୍ତ୍ତୀ ସମୟରେ ସମୀକ୍ଷା ହେବ। କ୍ୟାପିଟାଲ ହସ୍ପିଟାଲ ଆହାର କେନ୍ଦ୍ର ପରିଦର୍ଶନ ଅବସରରେ ମନ୍ତ୍ରୀ ଏଭଳି ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *