ଅରିନ୍ଦମ ଓ ସିଦ୍ଧାନ୍ତଙ୍କ ପରେ ବିଜେଡି ଛାଡ଼ିଲେ ଦୁଇ ଓ ଅଭିନେତା – ଅନୁଭବ ଓ ଆକାଶ ।

ପୂର୍ବତନ କୋରେଇ ବିଧାୟକ ଆକାଶ ଦାସ ନାୟକ ଓ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି ।

ସେମାନେ ଖୁବ ଶୀଘ୍ର ବିଜେପିରେ ଯୋଗ ଦେଇପାରନ୍ତି ବୋଲି ସୂଚନା ମିଳିଛି ।

By Nirvay

Leave a Reply

Your email address will not be published. Required fields are marked *