ଉତ୍ତର ବଙ୍ଗୋପସାଗରରେ ଲଘୁଚାପକୁ ଦୃଷ୍ଟିରେ ରଖି SRC ସତର୍କ କରାଇଛନ୍ତି। ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗ ସହ ୬ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ନିର୍ଦ୍ଦେଶ ଦିଆଯାଇଛି। ଗଞ୍ଜାମ, ପୁରୀ, କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର ଜିଲ୍ଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି। ଗଭୀର ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦେଇଛନ୍ତି। ୧୮ରୁ ୨୨ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ମାଛ ଧରିବାକୁ ନଯିବାକୁ ପରାମର୍ଶ।ସମୁଦ୍ର ମଧ୍ୟକୁ ଯାଇଥିବା ମତ୍ସ୍ୟଜୀବୀଙ୍କୁ ଫେରିଆସିବାକୁ କୁହାଯାଇଛି।

Leave a Reply

Your email address will not be published. Required fields are marked *