ଜଗତସିଂହପୁରରେ ଆସନ୍ତା କାଲି ସମସ୍ତ ସ୍କୁଲ ଛୁଟି । ଭାରତୀୟ ପାଣିପାଗ ବିଭାଗ (IMD) ଦ୍ୱାରା ଜାରି ହୋଇଥିବା ପ୍ରବଳରୁ ଅତି ପ୍ରବଳ ବର୍ଷା ସତର୍କତାକୁ ଦୃଷ୍ଟିରେ ରଖି, ଜଗତସିଂହପୁର ଜିଲ୍ଲା ପ୍ରଶାସନ ସୋମବାର ଦିନ ଜିଲ୍ଲାର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ସହ ଅଙ୍ଗନବାଡି ଓ ଉଚ୍ଚ ମାଧ୍ୟମିକ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛି। ପ୍ରତିକୂଳ ପାଗ ପରିସ୍ଥିତିର ସମ୍ଭାବନା ମଧ୍ୟରେ ଛାତ୍ରଛାତ୍ରୀଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଏକ ସତର୍କତାମୂଳକ ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି । Post navigation Prahlad Joshi Takes Charge: ଶିକ୍ଷା ମନ୍ତ୍ରୀ ଭାବେ ଅତିରିକ୍ତ ଦାୟିତ୍ବ ନେଲେ ପ୍ରହ୍ନାଦ ଯୋଶୀ