ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ସୋମବାର ବନ୍ଦ ରହିବ ସମସ୍ତ ବ୍ୟାଙ୍କ ଓ ଅନ୍ୟାନ୍ୟ ବ୍ୟାଙ୍କିଙ୍ଗ୍‌ ସଂସ୍ଥା । ଚଳିତ ବର୍ଷ ସେପ୍ଟେମ୍ବର ୮ ତାରିଖରେ ନୂଆଁଖାଇ ପଡୁଥିବା ସତ୍ତ୍ବେ ସେପ୍ଟେମ୍ବର ୯ ତାରିଖକୁ ସରକାର ଛୁଟି ଘୋଷଣା କରିଛନ୍ତି । ବ୍ୟାଙ୍କ ଛୁଟି ନେଇ ରାଜସ୍ବ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।

କିଛିଦିନ ପୂର୍ବରୁ ରାଜ୍ୟ ସରକାର ନୂଆଁଖାଇ ପାଇଁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡିକ ଛୁଟି ଘୋଷଣା କରିଥିଲେ।

Leave a Reply

Your email address will not be published. Required fields are marked *