ରାଜଧାନୀରେ ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍ । ରମାଦେବୀ ବିଶ୍ୱବିଦ୍ୟାଳୟ ସାମ୍ନାରେ ସ୍କୁଟିକୁ ଦେଲା ଧକ୍କା । ଦୁର୍ଘଟଣାରେ ଗୁରୁତର ଆହତ ଆରୋହୀଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟପଟେ ଦୁର୍ଘଟଣା ଘଟାଇ ଆମ ବସ୍ ଡ୍ରାଇଭର ଫେରାର ହୋଇଥିବା ଜଣାପଡିଛି । ଏହା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖା ଦେଇଛି। Post navigation Govt cuts Subsidised LPG Cylinders under PM Ujjwala Scheme OJEE 2026 Results Out: ପ୍ରକାଶ ପାଇଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ୨୦୨୬ର ଫଳାଫଳ