ଭୁବନେଶ୍ୱର: ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ହାଇକୋର୍ଟଙ୍କ ଝଟକା। ଏହି ଯୋଜନାରେ ସରପଞ୍ଚ ଓ ନିର୍ବାଚିତ ପ୍ରତିନିଧିଙ୍କୁ ସାମିଲ କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ପ୍ରକଳ୍ପ ଚୟନରେ ସରପଞ୍ଚ ଓ ନିର୍ବାଚିତ ପ୍ରତିନିଧିଙ୍କୁ ସାମିଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।

 

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ପ୍ରତି ଗ୍ରାମ ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ଦେବା ପାଇଁ ଘୋଷଣା କରିଥିଲେ ରାଜ୍ୟ ସରକାର। ବିଡିଓଙ୍କ ଜରିଆରେ ଏହି ଯୋଜନା କାର୍ଯ୍ୟକାରୀ କରିବା ପାଇଁ ଥିଲା ପ୍ରାବଧାନ। ଏହି ଯୋଜନାରେ ସାମିଲ ହେବା ପାଇଁ ହାଇକୋର୍ଟରେ ଏକାଧିକ ସରପଞ୍ଚ ଓ ନିର୍ବାଚିତ ପ୍ରତିନିଧି ଆବେଦନ କରିଥିଲେ। ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ ଏହି ମାମଲା ପରିଚାଳନା କରୁଛନ୍ତି।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *