ଆସନ୍ତା ୨୮ ତାରିଖ ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ୨୮ ଓ ୨୯ ତାରିଖରେ ଭୁବନେଶ୍ବରରେ ରହିବେ ଅମିତ ଶାହ । ଦଳର ନେତା ଓ ବିଧାୟକଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ସହ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି ଅମିତ ଶାହ । ଭିଡ଼ିଓ କନଫରେନ୍ସ ଯୋଗେ ସମ୍ବଲପୁର କାର୍ଯ୍ୟକ୍ରମରେ ଯୋଗ ଦେବେ ଅମିତ ଶାହ । ସେ ଦିଲ୍ଲୀ ବିଜେପି ବୈଠକରେ ମଧ୍ୟ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଯୋଗ ଦେବେ । ଡିସେମ୍ବର ୨୯ ସନ୍ଧ୍ୟାରେ ସେ ଦିଲ୍ଲୀ ଫେରିଯିବା କାର୍ଯ୍ୟକ୍ରମ ରହିଛି । Post navigation ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଇଂରାଜୀ ନୂତନ ବର୍ଷ ୨୦୨୫ର ଡେସ୍କ୍ ଓ ୱାଲ୍ କ୍ୟାଲେଣ୍ଡର୍ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ଓଡ଼ିଶା ବାସୀଙ୍କୁ ବିଜେପି ସରକାରର ଶ୍ରେଷ୍ଠ ଉପହାର ହେଉଛି ଅହେତୁକ ଦରବୃଦ୍ଧି: ନବୀନ ପଟ୍ଟନାୟକ