ଭୁବନେଶ୍ଵର: ଆସନ୍ତା ୨୫ ତାରିଖରେ ଓଡ଼ିଶା ଆସିବେ ଅମିତ ଶାହା । ନିର୍ବାଚନୀ ରଣନୀତି ନେଇ କର୍ମକର୍ତ୍ତାଙ୍କ ସହ କରିବେ ଆଲୋଚନା । ଏନେଇ ସୂଚନା ଦେଇଛନ୍ତି ବିଜେପି ଉପସଭାପତି ଗୋଲକ ମହାପାତ୍ର । ଓଡିଶାରେ ପହଞ୍ଚି ପ୍ରଥମେ ସୋନପୁରରେ ଏକ ଜନସଭାକୁ ସମ୍ବୋଧନ କରିବେ ଶାହା ।

ସୋନପୁରରୁ ଫେରି ଭୁବନେଶ୍ବରରେ ରାତ୍ରିଯାପନ କରିବେ ଅମିତ ଶାହା । ପରେ ଭୁବନେଶ୍ବରରେ ବିଜେପିର ପଦାଧିକାରୀଙ୍କ ସହ ନିର୍ବାଚନ ରଣନୀତି ନେଇ ଆଲୋଚନା କରିବା ସହ ବିଜୟ ମନ୍ତ୍ର ଦେବେ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *