ଓଡ଼ିଶା ଆସିବେ ଗୃହମନ୍ତ୍ରୀ ଅମିତ ଶାହ । ଆସନ୍ତା ୨୨ରେ ଅମିତ ଶାହ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବାର ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ବିଭିନ୍ନ ସରକାରୀ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା ସୂଚନା । ଅମିତ ଶାହଙ୍କ ଓଡ଼ିଶାରେ ୧୦ଟି ଅଗ୍ନିଶମ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ୨୫ ଟି ରାପିଡ଼ ରେସପନ୍ସ ଭେଇକିଲର ଶୁଭାରମ୍ଭ କରିବେ । ଏହା ସହ ଦଳୀୟ ନେତାଙ୍କୁ ଭେଟି ଆଲୋଚନା କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । Post navigation ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ୍ ମନା ଶ୍ବେତଗଙ୍ଗା ପୁଷ୍କରିଣୀରେ ଉତ୍ତମଙ୍କ ଅସ୍ଥି ବିସର୍ଜନ କଲେ ବାବୁସାନ