ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ । ଆସନ୍ତା ୨୮ରେ ସମ୍ବଲପୁର ଗସ୍ତ କରିବେ ଗୃହ ମନ୍ତ୍ରୀ ଅମିତ ଶାହ । ପ୍ରଥମେ ମାଁ ସମଲେଶ୍ୱରୀଙ୍କ ଦର୍ଶନ କରିବେ । ଏହାପରେ ତିନି ଚାରୋଟି ପ୍ରକଳ୍ପର ଶୁଭ ଉଦ୍ଘାଟନ କରିବେ ବୋଲି ସୂଚନା ଦେଲେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର । Post navigation ସାତପଡ଼ା-ଜହ୍ନିକୁଦା ବ୍ରିଜ ପାଇଁ ତତ୍ପରତା ଦେଖାଇଲେ ସମ୍ବିତ ପାତ୍ର ଓ ଉପାସନା ମହାପାତ୍ର ଭିଜିଲାନ୍ସ ଜାଲରେ ଡିଆଇସି ସୁବର୍ଣ୍ଣପୁର ଜିଏମ୍