ଆଜି ବଜେଟ ଅଧିବେଶନର ଦ୍ୱିତୀୟ ଦିନ। ଆଜି ବନ୍ୟା କ୍ଷତିଗ୍ରସ୍ତ ୫ଟି ରାଜ୍ୟକୁ ସ୍ବତନ୍ତ୍ର ସହାୟତା ଘୋଷଣା କରାଯାଇଛି । ବନ୍ୟା ମୁକାବିଲା ପାଇଁ ବିହାରକୁ ମିଳିବ ୧୧, ୫୦୦ କୋଟି । ଆସାମ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ସିକିମକୁ ମଧ୍ୟ ସହାୟତା ମିଳିବ ବୋଲି କହିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ।

Leave a Reply

Your email address will not be published. Required fields are marked *