ଦକ୍ଷିଣ ଆଣ୍ଡମାନ ସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ନୂତନ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଗତକାଲି ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ପାଣିପାଗ ବିଶେଷଜ୍ଞଙ୍କ ଆକଳନ ଅନୁଯାୟୀ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଏକ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ତେବେ ଏହି ସମ୍ଭାବ୍ୟ ଲଘୁଚାପଟି କେଉଁ ଦିଗକୁ ଗତି କରିବ ଏବଂ ଏହାର ପ୍ରଭାବ ସିଧାସଳଖ ଓଡ଼ିଶା ଉପରେ ପଡ଼ିବ କି ନାହିଁ, ସେନେଇ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। Post navigation Petrol Tank Explosion Near Nilgiri: ନୀଳଗିରିରେ ପେଟ୍ରୋଲ୍ ପମ୍ପରେ ବିସ୍ଫୋରଣ, ଜଣେ ମୃତ