ହାଇକୋର୍ଟରେ ଆପାର୍ଟମେଣ୍ଟ ପଞ୍ଜୀକରଣ ମାମଲା । ଜବାବ ଦାଖଲ ପାଇଁ ସମୟ ନେଲେ ରାଜ୍ୟ ସରକାର । ଏହାପରେ ଅନ୍ତରୀଣ ନିର୍ଦ୍ଦେଶକୁ ବଳବତ୍ତର ରଖିଛନ୍ତି ହାଇକୋର୍ଟ । ଫେବ୍ରୁଆରୀ ୧୭ ପୂର୍ବରୁ ନିର୍ମିତ ଆପାର୍ଟମେଣ୍ଟ ପଞ୍ଜୀରକଣ ପାଇଁ ହୋଇଥିଲା ବିଜ୍ଞପ୍ତି । ଏବେ ଏହି ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ରହିଛି ଅନ୍ତରୀଣ ରହିତାଦେଶ । ତେବେ ଆସନ୍ତା ସପ୍ତାହରେ ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଥିବା ସୂଚନା ମିଳିଛି। Post navigation ନବ ଦାସ ହତ୍ୟା ମାମଲା; ଝାରସୁଗୁଡା ବିମାନ ବନ୍ଦରରେ କ୍ରାଇମବ୍ରାଞ୍ଚ ଟିମର ଖୋଳତାଡ ରାଜା ଚକ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ୍; ଅନୁମତି ଦେଲେ ଓପିଆଇଡି କୋର୍ଟ