ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ କାର୍ଯ୍ୟାଳୟରେ ୨ ଅଧିକାରୀ ସତୀଶ ଚନ୍ଦ୍ର ସାମଲ ଓ ବିନୋଦ ବିହାରୀ ସିଂହଙ୍କୁ ନିଯୁକ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ସତୀଶ ଚନ୍ଦ୍ର ସାମଲଙ୍କୁ ନିଯୁକ୍ତି କରାଯାଇଛି।

ସେହିପରି ଯୋଜନା ଓ ସଂଯୋଜନା ବିଭଗର ଅନୁସଚିବ ଭାବେ ବିନୋଦ ବିହାରୀ ସିଂହଙ୍କୁ ନିଯୁକ୍ତି କରାଯାଇଛି।

Leave a Reply

Your email address will not be published. Required fields are marked *