ବିଜେପିରେ ମିଶିଲେ ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକ।କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ଥିଲେ ଅର୍ଚ୍ଚନା ନାୟକ। ୨୦୦୪ରେ କେନ୍ଦ୍ରାପଡ଼ାରୁ ବିଜେଡି ଟିକେଟରେ ଜିତିଥିଲେ। ଆଜି ରାଜ୍ୟ କାର୍ଯ୍ୟାଳୟରେ ବିଜେପିରେ ମିଶିଛନ୍ତି ଅର୍ଚ୍ଚନା। ରାଜ୍ୟ ସଭାପତି ମନମୋହନ ସାମଲ ଓ ସାଂସଦ ଅପରାଜିତା ଷଡ଼ଙ୍ଗୀ ଙ୍କ ଉପସ୍ଥିତରେ ସେ ଆଜି ବିଜେପିରେ ଯୋଗ ଦେଇଛନ୍ତି।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *