କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେହିପରି ଜଗତସିଂହପୁର ଜିଲ୍ଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଉଭୟଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Leave a Reply

Your email address will not be published. Required fields are marked *