ବୁଧବାର ମଦ ଦୁର୍ନୀତି ମାମଲାରେ ସିବିଆଇ କେଜ୍‌ରିୱାଲଙ୍କୁ ବିଧିବଦ୍ଧ ଭାବେ ଗିରଫ କରିଛି। କୋର୍ଟରେ ଶୁଣାଣି ଚାଲୁଥିବା ବେଳେ  ବିଗିଡିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ସ୍ବାସ୍ଥ୍ୟାବସ୍ଥା। ତାଙ୍କର ସୁଗାର ଲେବଲ ହ୍ରାସ ପାଇଛି । ତାଙ୍କୁ ଅନ୍ୟ ଏକ କୋଠରୀରେ ବସାଯାଇଛି।

Leave a Reply

Your email address will not be published. Required fields are marked *