ଧରା ପଡିଲା ଆଶିଷଙ୍କ ମିଛ। ଆଇପିଏସ୍ ଅଧିକାରୀ ଆଶିଷ କୁମାର ସିଂଙ୍କ ସମସ୍ୟା ବଢ଼ିବାରେ ଲାଗିଛି । ସେ ମାନସିକ ଏବଂ ଶାରୀରିକ ଭାବେ ସୁସ୍ଥ ଥିବା ଏମ୍ସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେ ମିଛରେ ସ୍ୱାସ୍ଥ୍ୟଗତ କାରଣରୁ ଛୁଟିରେ ନେଇଥିବା ଅଭିଯୋଗ ହୋଇଛି। ଆଶିଷ ଭୁଲ୍ ତଥ୍ୟା ପ୍ରଦାନ କରିଥିବା ପ୍ରମାଣିତ ହୋଇଛି। ଏହି କାରଣରୁ ତାଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ହୋଇପାରେ।

 

ଏନେଇ ତାଙ୍କୁ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି। ଭୁଲ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଛୁଟି ନେଇଥିବାରୁ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ବାଚନ କମିସନଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏମ୍ସ ରିପୋର୍ଟ ଆଧାରରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ହୋଇଛି।

By SonaliP

Leave a Reply

Your email address will not be published. Required fields are marked *