ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏ ନେଇ ପ୍ରସ୍ତୁତି ଜୋରଦାର ଚାଲିଛି। ଇତିମଧ୍ୟରେ ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ଲାଗି ହେବ। ସକାଳ ୯ଟା ୧୨ରୁ ୯ଟା ୨୭ ମଧ୍ୟରେ ଲାଗି ହେବ ନବାନ୍ନ। ନବାନ୍ନ ଲାଗି ପରେ ଘରେ ଘରେ ଲୋକେ ନୂଆ ଖାଇବେ।

Leave a Reply

Your email address will not be published. Required fields are marked *