Author: Nirvay

Notice To Remove CEC: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ହଟାଇବାକୁ ବିରୋଧୀଙ୍କ ନୋଟିସ୍

ରାଜନୈତିକ ଦଳଗୁଡ଼ିକ ପ୍ରତି ପକ୍ଷପାତପୂର୍ଣ୍ଣ ବ୍ୟବହାର କରୁଥିବା ଅଭିଯୋଗରେ ବିଭିନ୍ନ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ପଦରୁ ଜ୍ଞାନେଶ କୁମାରଙ୍କୁ ବହିଷ୍କାର କରିବା ପାଇଁ ନୋଟିସ୍ ଦାଖଲ କରିଛନ୍ତି । ନୋଟିସ୍ ରେ ବିଭିନ୍ନ ବିରୋଧୀ ଦଳର ପ୍ରାୟ ୧୯୩…

Mobile Connectivity in Odisha: ଓଡ଼ିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗ ସୁଦୃଢ଼ ​​ପାଇଁ ୨,୨୨୯ କୋଟି ଟଙ୍କା

କେନ୍ଦ୍ର ଉତ୍ତର-ପୂର୍ବାଞ୍ଚଳ ଯୋଗାଯୋଗ ଏବଂ ବିକାଶ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ଏମ୍. ସିନ୍ଧିଆ ଗତକାଲି ରାଜ୍ୟ ସଭାରେ ଗ୍ରାମୀଣ ଏବଂ ଦୁର୍ଗମ ଅଞ୍ଚଳରେ ମୋବାଇଲ୍ ସଂଯୋଗ ବିସ୍ତାର ପାଇଁ ଓଡ଼ିଶାର ଟେଲିକମ୍ ଅପରେଟରମାନଙ୍କୁ ପ୍ରଦାନ କରାଯାଇଥିବା ସହାୟତା ବିଷୟରେ ସୂଚନା ଦେଇଛନ୍ତି ।…

West Asia Turmoil: ରାଜ୍ୟଗୁଡ଼ିକୁ ଅତିରିକ୍ତ କିରୋସିନ ଆବଣ୍ଟନ କରିଛନ୍ତି କେନ୍ଦ୍ର ସରକାର

ପଶ୍ଚିମ ଏସିଆ ବିବାଦ ଯୋଗୁଁ ଯୋଗାଣ ସଙ୍କଟ ଦେଖାଦେଇଥିବା ବେଳେ ସରକାର କିରୋସିନ ଏବଂ କୋଇଲା ଭଳି ବିକଳ୍ପ ଇନ୍ଧନର ବ୍ୟବହାର ବୃଦ୍ଧି କରିବାକୁ ପରାମର୍ଶ ଦେଇଛନ୍ତି । ଦେଶର ବିଭିନ୍ନ ସ୍ଥାନରେ ରନ୍ଧନ ଗ୍ୟାସ ସଂକଟ ଦେଖାଦେବାରୁ ପେଟ୍ରୋଲିୟମ ଏବଂ…

Odisha Heatwave Forecast: ରାଜ୍ୟରେ ୩୯ ଡିଗ୍ରୀ ଟପିଲା ତାତି

ରାଜ୍ୟରେ ବଢ଼ିଲା ତାତି, ୩୯ ଡିଗ୍ରୀ ଛୁଇଁଲା ଝାରସୁଗୁଡ଼ା ତାପମାତ୍ରା । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଝାରସୁଗୁଡ଼ା, ନୂଆପଡା ଏବଂ ଟିଟଲାଗଡ଼ର ତାପମାତ୍ରା ୩୯ ଡିଗ୍ରୀ ସହ ଉତ୍ତପ୍ତ ସହର ହୋଇଛି । ଏହା ସହ ଭବାନୀପାଟଣା, ରାଉରକେଲା…

Protocol Lapse During President Murmu’s Bengal Visit: ରାଷ୍ଟ୍ରପତିଙ୍କୁ ଅସମ୍ମାନ ପ୍ରସଙ୍ଗରେ ମମତା ବାନାର୍ଜୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପଶ୍ଚିମବଙ୍ଗ ଗସ୍ତ ସମୟରେ ତାଙ୍କ ପ୍ରତି ପ୍ରଦର୍ଶିତ ହୋଇଥିବା ଅସମ୍ମାନଜନକ ଆଚରଣ ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି । ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ବୁଧବାର ଦିନ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ…

BJD issues Whip to MLAs: ବିଜେଡି ବିଧାୟକଙ୍କୁ ଭୁବନେଶ୍ୱର ଛାଡ଼ିବା ମନା

ବିଜୁ ଜନତା ଦଳ ରାଜ୍ୟସଭା ନିର୍ବାଚନ ପୂର୍ବରୁ ସମସ୍ତ ବିଧାୟକଙ୍କୁ ହ୍ୱିପ ଜାରି କରିଛି । ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଜାରି କରିଥିବା ହ୍ୱିପ ରେ ମାର୍ଚ୍ଚ ୧୩ ତାରିଖ ରୁ ୧୬ ଯାଏ ଭୁବନେଶ୍ୱର ନ…

Steps To Bring Back Stranded Odias: ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ମଧ୍ୟପ୍ରାଚ୍ୟରେ ସମ୍ପ୍ରତି ଚାଲିଥିବା ଯୁଦ୍ଧ ପରିସ୍ଥିତି ଯୋଗୁଁ ସେଠାରେ ଅନେକ ଓଡ଼ିଆ ଲୋକ ଅଟକି ରହିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି । ଓଡ଼ିଆ ଲୋକମାନଙ୍କୁ ଫେରାଇ ଆଣିବା ଉପରେ ଗୁରୁତ୍ୱ ଆରୋପ କରି…

Attack on BJD Leader: ଆହତ ଶେରଗଡ଼ ବ୍ଲକ ଅଧ୍ୟକ୍ଷଙ୍କୁ ହସ୍ପିଟାଲରେ ଭେଟିଲେ ନବୀନ ପଟ୍ଟନାୟକ

ଗତକାଲି ଦୁର୍ବୁତ୍ତ ଙ୍କ ଆକ୍ରମଣ ରେ ଗୁରୁତର ଆହତ ହୋଇଥିବା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ନାୟକ ଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟା ରେ ହସ୍ପିଟାଲ ରେ ଭେଟି ଥିଲେ…

LPG Crisis In India: ରେଲୱେ କ୍ୟାଟରିଂ ୟୁନିଟ୍‌କୁ ବୈଦ୍ୟୁତିକ ରୋଷେଇ ପଦ୍ଧତି ବ୍ୟବହାର କରିବାକୁ IRCTC ର ନିର୍ଦ୍ଦେଶ

ଇଣ୍ଡିଆନ୍ ରେଲୱେ କ୍ୟାଟରିଂ ଏବଂ ଟୁରିଜିମ୍ କର୍ପୋରେସନ୍ (IRCTC), ରେଳ ଷ୍ଟେସନରେ କାର୍ଯ୍ୟରତ ଖାଦ୍ୟ ବିକ୍ରେତାମାନଙ୍କୁ ନିର୍ଦ୍ଦେଶ ଦେଇଛି ଯେ ଯେଉଁଠାରେ ସମ୍ଭବ ହୁଏ ସେଠାରେ ଇଣ୍ଡକ୍ସନ୍ ଚୁଲା ଏବଂ ମାଇକ୍ରୋୱେଭ୍ ଓଭନ୍ ଭଳି ବୈଦ୍ୟୁତିକ ରୋଷେଇ ପଦ୍ଧତିକୁ ବ୍ୟବହାର କରନ୍ତୁ…

LPG Price Hike: ଏଲପିଜି ଦରବୃଦ୍ଧି ପ୍ରତିବାଦରେ ବିଜେଡିର ବିଶାଳ ବିକ୍ଷୋଭ

ଏଲପିଜି ସିଲିଣ୍ଡର, ଖାଦ୍ୟ ତେଲ ଓ ଅନ୍ୟାନ୍ୟ ଅତ୍ୟାବଶକୀୟ ସାମଗ୍ରୀର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ଆଜି ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ ଛକରେ ବିଜୁ ଜନତା ଦଳ ପକ୍ଷରୁ ଆନ୍ଦୋଳନ କରାଯାଇଥିଲା । ବିଜୁ ମହିଳା, ଯୁବ ଓ ଛାତ୍ର ଜନତା ଦଳର ହଜାର…