ରାଜନୀତି ରାଜ୍ୟ କଣାସରେ ଡାଇରିଆ ଜନିତ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି January 22, 2025 Nirvay ପୁରୀ ଜିଲ୍ଲା, କଣାସ ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପିବା ଓ ଏଥିରେ ଲୋକଙ୍କ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ବିଜେଡି । ଏକ ସାମ୍ବାଦିକ ସମ୍ମିଳନୀରେ କଡ଼ା ସମାଲୋଚନା କରିଛନ୍ତି ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସଂଜୟ ଦାସବର୍ମା…
ରାଜ୍ୟ ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ; ପ୍ରତି ପଞ୍ଚାୟତରେ ହେବ ଆଦର୍ଶ ବିଦ୍ୟାଳୟ January 22, 2025 Nirvay ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ସେହି ବୈଠକରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଆଜିର କ୍ୟାବିନେଟ୍ ବୈଠକ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଣମାଧ୍ୟମକୁ…
ଖେଳ ରାଜ୍ୟ ବାରବାଟୀରେ ହେବାକୁ ଥିବା କ୍ରିକେଟ ମ୍ୟାଚ ପାଇଁ ପ୍ରଥମ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ January 22, 2025 Nirvay ଆସନ୍ତା ଫେବୃୟାରୀ ୯ ତାରିଖରେ କଟକସ୍ଥିତ ବାରବାଟୀ ଷ୍ଟାଡିୟମ୍ ଠାରେ ଅନୁଷ୍ଠିତ ହେବାକୁଥିବା ଭାରତ ଇଂଲଣ୍ଡ ଏକଦିବସୀୟ କ୍ରିକେଟ ମ୍ୟାଚ୍ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓସିଏରୁ ଆଜି ପ୍ରଥମ ଟିକେଟ କିଣିଛନ୍ତି । ସୂଚନାଯୋଗ୍ୟ ଯେ ଓଡ଼ିଶା କ୍ରିକେଟ୍…
ରାଜ୍ୟ ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି ୧୫୭ ଜଣ ପୁରୁଷ January 22, 2025 Nirvay ସୁଭଦ୍ରା ଯୋଜନାରେ ଆସିଲା ସାଙ୍ଘାତିକ ତଥ୍ୟ । ସର୍ଟିଂ ବେଳେ ମିଳିଥିବା ତଥ୍ୟ ଅନୁଯାୟୀ, ମହିଳାଙ୍କ ପାଇଁ ହୋଇଥିବା ଏହି ଯୋଜନାରେ ୧୫୭ ଜଣ ପୁରୁଷ ଆବେଦନ କରିଛନ୍ତି । ଆଧାର କାର୍ଡର ବ୍ୟାଙ୍କ ଲିଂକେଜ ଡାଟା ଆସିବା ପରେ ଏହା…
ରାଜ୍ୟ ନବଗଠିତ ପ୍ୟାକ୍ସ ଓ ଲ୍ୟାମ୍ପ୍ସ ମାନଙ୍କୁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏଁ ମୂଳଧନ January 21, 2025 Nirvay ରାଜ୍ୟରେ ଚାଷୀ ଓ ଅନ୍ୟାନ୍ୟ ଆର୍ଥିକ ଅନଗ୍ରସର ଶ୍ରେଣୀର ଲୋକଙ୍କୁ ସମବାୟ ମାଧ୍ୟମରେ ସହାୟତା ଯୋଗାଇ ଦେବା ପାଇଁ ରାଜ୍ୟରେ ପ୍ରାଥମିକ କୃଷି ସମବାୟ ସମିତି (PACS) ଏବଂ ବୃହତ ଆଦିବାସୀ ବହୁମୁଖୀ ସମବାୟ ସମିତି (LAMPCS) ଗଠନ କରଯାଇଛି ।…
ରାଜ୍ୟ ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ ଶସ୍ୟ ପରିବହନ ପାଇଁ ସର୍ବାଧିକ ମୂଲ୍ୟ ବୃଦ୍ଧି January 21, 2025 Nirvay ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ (Supplementary Nutrition Programme) ଚାଉଳ ଓ ଗହମ ପରି ଶସ୍ୟ ପରିବହନ ପାଇଁ ରାଜ୍ୟ ସରକାର କ୍ୱିଣ୍ଟାଲ ପିଚ୍ଛା ସର୍ବାଧିକ ମୂଲ୍ୟ ୭୫ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି । ଏ ସଂପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ…
ରାଜ୍ୟ ପି.ଏମ ପୋଷଣ ଯୋଜନାରେ କାମ କରୁଥିବା ପାଚକ, ପାଚିକାଙ୍କ ପାରିଶ୍ରମିକ ବୃଦ୍ଧି କଲେ ରାଜ୍ୟ ସରକାର January 21, 2025 Nirvay ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) କାମ କରୁଥିବା ଏକ ଲକ୍ଷରୁ ଅଧିକ ପାଚକ, ପାଚିକା ମାନଙ୍କ ପାଇଁ ଖୁସି ଖବର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।…
ରାଜ୍ୟ ଭୁବନେଶ୍ୱର ଠାରେ ବାଗଚୀ କରୁଣାଶ୍ରୟ ପାଲିଏଟିଭ ସେବା କେନ୍ଦ୍ରର ଶୁଭ ଉଦଘାଟନ January 21, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭୁବନେଶ୍ୱର ଠାରେ ବାଗଚୀ କରୁଣାଶ୍ରୟ ପାଲିଏଟିଭ ସେବା କେନ୍ଦ୍ର ର ଉଦ୍ଘାଟନ କରିଛନ୍ତି । ଏଠାରେ କର୍କଟ ରୋଗୀଙ୍କ ପାଇଁ ୧୧୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ଓ…
ରାଜ୍ୟ ଫେବୃଆରୀ ୧୩ ରୁ ବିଧାନସଭା ବଜେଟ ଅଧିବେଶନ, ୧୭ ରେ ବଜେଟ୍ ଉପସ୍ଥାପନ January 21, 2025 Nirvay ଆସନ୍ତା ଫେବୃଆରୀ ୧୩ ତାରିଖରୁ ରାଜ୍ୟରେ ଆରମ୍ଭ ହେବ ବଜେଟ୍ ଅଧିବେଶନ । ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ଚାଲିବ । ବଜେଟ୍ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କ ଅଭିଭାଷଣ ହେବ । ବିଧାନସଭା ସଚିବାଳୟ ପକ୍ଷରୁ ଜାରି…
ରାଜ୍ୟ ସାନଖେମୁଣ୍ଡି ବ୍ଲକ ଅଫିସକୁ ସାମ୍ବାଦିକଙ୍କୁ ପ୍ରବେଶ ନିଷେଧ January 21, 2025 Nirvay ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟକୁ ସାମ୍ବାଦିକଙ୍କୁ ପ୍ରବେଶ ନିଷେଧ କରାଯାଇଛି । ବ୍ଲକ କାର୍ଯ୍ୟାଳୟରେ ଥିବା ହିସାବ ଅଧିକାରୀଙ୍କ ପ୍ରକୋଷ୍ଠ ସମ୍ମୁଖରେ ବଡ଼ ବଡ଼ ଅକ୍ଷରରେ ସାମ୍ବାଦିକଙ୍କୁ ପ୍ରବେଶ ନିଷେଧ ଲେଖାଯାଇଛି । ପୋଷ୍ଟରରେ ବ୍ଲକ ଉନ୍ନୟନ ଅଧିକାରୀଙ୍କ ସ୍ଵାକ୍ଷର…