Author: Nirvay

ଅଗଷ୍ଟ ୨୯ କୁ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ନୂଆଖାଇ ପରଦିନ ଅର୍ଥାତ୍‍ ଅଗଷ୍ଟ ୨୯ ତାରିଖରେ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଶୁକ୍ରବାର ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି । ଆସନ୍ତା ୨୮…

ପ୍ରକାଶ ପାଇଲା ୨୦୨୩ OCS ଲିଖିତ ପରୀକ୍ଷା ଫଳ

ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) -୨୦୨୩ ର ମୁଖ୍ୟ ଲିଖିତ ପରୀକ୍ଷାଫଳ ଆଜି ପ୍ରକାଶ ପାଇଛି । ଓସିଏସ୍ ମେନ ପରୀକ୍ଷା ଫଳରେ ମୋଟ ୮୦୬ ଜଣ କୃତକାର୍ଯ୍ୟ ହୋଇଥିଲା ବେଳେ ସେମାନଙ୍କ ମଧ୍ୟରେ…

ନବୀନ ନିବାସରେ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ଆଲୋଚନା

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ହସ୍ପିଟାଲରୁ ଡିସଚାର୍ଜ ହୋଇ ଫେରିବା ପରେ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବାକୁ ନବୀନ ନିବାସରେ ପହଞ୍ଚିଛନ୍ତି ବଡ଼ଭାଇ ପ୍ରେମ ପଟ୍ଟନାୟକ । ତେବେ ଆଜି ନବୀନ ନିବାସରେ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ…

ଆସନ୍ତାକାଲି ପୁଣି ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍

ଆସନ୍ତାକାଲି ପୁଣି ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍ । ଜଳଭଣ୍ଡାରରେ ଜଳସ୍ତର ବଢୁଥିବାରୁ ଗେଟ୍ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି କର୍ତ୍ତୃପକ୍ଷ । ଏନେଇ ହୀରାକୁଦ ଜଳଭଣ୍ଡାର ମୁଖ୍ୟ ଯନ୍ତ୍ରୀ ସୁଶୀଲ କୁମାର ବେହେରା ସୂଚନା ଦେଇଛନ୍ତି । ଉପର ମୁଣ୍ଡରେ ପ୍ରବଳ…

ଦ୍ଵିତୀୟ ଶ୍ରେଣୀ ଛାତ୍ରୀଙ୍କୁ ଶ୍ରେଣୀ ଗୃହରେ ତାଲା; ରାତି ସାରା ସ୍କୁଲ ଝରକାରେ ଝୁଲି ରହିଲେ ଛାତ୍ରୀ

ଦ୍ୱିତୀୟ ଶ୍ରେଣୀ ଛାତ୍ରୀଙ୍କୁ ଶ୍ରେଣୀ ଗୃହରେ ତାଲା ପକାଇଦେଲେ ସ୍କୁଲ କର୍ତ୍ତୁପକ୍ଷ । ରାତି ସାରା ବିପଦପୂର୍ଣ୍ଣ ଅବସ୍ଥାରେ ଶ୍ରେଣୀ ଗୃହର ଝରକାରେ ଝୁଲି ରହିଲା କୁନି ଝିଅ । ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଅଞ୍ଜର ସରକାରୀ ଉଚ୍ଚ…

କେନ୍ଦୁଝର ଜିଲ୍ଲାରେ ସ୍ଥାପିତ ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା

ଆଜି ଅପରାହ୍ନରେ ଭୁବନେଶ୍ୱର ରାଜ୍ୟ ଅତିଥି ଭବନ ଠାରେ କେନ୍ଦୁଝର ଜିଲ୍ଲାର ବିଭିନ୍ନ ସଂଗଠନ ଓ ନାଗରିକ ମଞ୍ଚ ଜିଲ୍ଲାରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଓ ସମ୍ୱର୍ଦ୍ଧନା ଜ୍ଞାପନ କରିଥିଲେ ।…

ଏସିଆ କପରେ ଭାରତ-ପାକିସ୍ତାନ ଫାଇଟ୍ କୁ କ୍ରୀଡ଼ା ମନ୍ତ୍ରାଳୟର ଗ୍ରୀନ ସିଗନାଲ

ଏସିଆ କପରେ ଭାରତ ଓ ପାକିସ୍ତାନ ମୁହାଁମୁହିଁକୁ ନେଇ ଲାଗି ରହିଥିବା ଅନିଶ୍ଚିତତାରେ ପଡ଼ିଛି ପୂର୍ଣ୍ଣଚ୍ଛେଦ । ଭାରତ-ପାକିସ୍ତାନ ମଧ୍ୟରେ ତିକ୍ତତା ଚରମସୀମାରେ ରହିଥିବାବେଳେ ଦୁଇ ଦେଶ ପରସ୍ପର ସହ କ୍ରିକେଟ ମ୍ୟାଚ୍‌ ଖେଳିବେନା ନାହିଁ ସେ ନେଇ ଚାଲିଥିବା ସମସ୍ତ…

GST ରେ ବଡ଼ ସଂସ୍କାର: ହଟିବ ୧୨% ଓ ୨୮% ଟିକସ ବ୍ୟବସ୍ଥା

୪ଟି ନୁହେଁ ୨ଟି ସ୍ଲାବରେ ହେବ ଜିଏସଟି । ୨ ଜିଏସଟି ହାର ପ୍ରସ୍ତାବକୁ ସମର୍ଥନ କରିଛି ଜିଏସଟି ପ୍ୟାନେଲ । ସୂଚନା ଅନୁସାରେ ୨ଟି ସ୍ଲାବ ବିଶିଷ୍ଟ ହେବ ଜିଏସଟି । ଗୋଟିଏ ହେଉଛି ୫% ସ୍ଲାବ ଓ ଅନ୍ୟଟି…

କଟକ ଦୁର୍ଗାପୂଜା ପ୍ରସଙ୍ଗରେ ହାଇକୋର୍ଟଙ୍କ କଟକଣା

କଟକର ପ୍ରସିଦ୍ଧ ଦୁର୍ଗାପୂଜା ମଣ୍ଡପଗୁଡ଼ିକରେ ମୂର୍ତ୍ତିର ଉଚ୍ଚତା କେତେ ରହିବ ସେ ନେଇ ଓଡିଶା ହାଇକୋର୍ଟ କଟକଣା ଜାରି କରିଛନ୍ତି । ସୁଉଚ୍ଚ ତୋରଣ ସହିତ ଇଲେକ୍ର୍ଟିକ ଗେଟ୍‌ ନିର୍ମାଣ ଉପରେ ଵି କଟକଣା ଜାରି କରିଛନ୍ତି ହାଇକୋର୍ଟ । ତେବେ…

ଆସନ୍ତା ୩୧ ତାରିଖରେ ଘୋଷଣା ହେବ ଆଉ ୯ ନୂଆ NAC

ଆସନ୍ତା ୩୧ ତାରିଖରେ ଘୋଷଣା ହେବ ଆଉ ୯ ନୂଆ ଏନଏସି । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଗତ ୧୬ ତାରିଖରେ ରାଜ୍ୟ ନଗର ଉନ୍ନୟନ ବିଭାଗ ପକ୍ଷରୁ ୭ଟି ଜିଲ୍ଲାରେ ୧୨…