ରାଜ୍ୟ ସ୍ୱାସ୍ଥ୍ୟ ଓଡ଼ିଶାରେ ଏବେ କୋଭିଡ୍ ଲହର ନଥିବା ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ May 23, 2025 Nirvay ଭୁବନେଶ୍ୱରରେ ଜଣେ କରୋନା ପଜିଟିଭ ଚିହ୍ନଟ ହେବା ପରେ ସାରା ରାଜ୍ୟରେ ଆତଙ୍କ ଖେଳିଯାଇଛି । ତେଣୁ ରାଜ୍ୟରେ କୋଭିଡ଼ ସଂକ୍ରମଣକୁ ନେଇ ରାଜ୍ୟବାସୀ ଭୟଭୀତ ନ ହେବାକୁ ସ୍ୱାସ୍ଥ୍ୟ ବିଭାଗ ତରଫରୁ କୁହାଯାଇଛି । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ରଙ୍କ…
ରାଜ୍ୟ ୨୭ ରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର; ସପ୍ତାହେ ରହିବ କାଳବୈଶାଖୀ ବର୍ଷାର ପ୍ରଭାବ May 23, 2025 Nirvay ପାଣିପାଗ ବିଭାଗର ଆକଳନ ଅନୁସାରେ, ଆସନ୍ତା ୨୭ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି । ଏହାର ୨ ଦିନ ଭିତରେ ଲଘୁଚାପ ଅଧିକ ଘନୀଭୂତ ହୋଇ ରାଜ୍ୟର ବିଭିନ୍ନ…
ରାଜ୍ୟ ପରିକ୍ରମା ପ୍ରକଳ୍ପ ସମୟରେ ଭଙ୍ଗା ଯାଇଥିବା ମଠ, ମନ୍ଦିରର ହେବ ପୁନଃବାସ May 23, 2025 Nirvay ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମୟରେ ଭଙ୍ଗା ଯାଇଥିବା ମଠ, ମନ୍ଦିର, ବିଜେସ୍ଥଳୀ ଗୁଡ଼ିକୁ ପୁନଃସ୍ଥାପନ କରିବେ ରାଜ୍ୟ ସରକାର । ୧୯ଟି ମଠକୁ ପୁନଃର୍ବାସ ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ଓଡିଶା ସରକାର । ଗୋଟିଏ ଜାଗାରେ ମଠ ଗୁଡ଼ିକର ବିଜେସ୍ଥଳୀ…
ଦେଶ ୩ ସେନାର ଯବାନଙ୍କୁ ସାହସିକତା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପତି ମୁର୍ମୁ May 22, 2025 Nirvay ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଦିନ ରାଷ୍ଟ୍ରପତି ଭବନରେ ପ୍ରଥମ ପର୍ଯ୍ୟାୟ ସାହସିକତା ପୁରସ୍କାର ପ୍ରଦାନ କରିଛନ୍ତି । ଦେଶର ସୁରକ୍ଷା ଲାଗି ସମର୍ପିତ ସେନାବାହିନୀ ଆଉ ଅର୍ଦ୍ଧ ସାମରିକ ବଳ ର ଯବାନମାନକୁ ବୀରତା ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି…
ରାଜ୍ୟ ବାଂଲାଦେଶୀଙ୍କ ଲାଗି ମେୟର ସୁଲୋଚନା ଦାସଙ୍କ ଓକିଲାତିକୁ ନେଇ ବିଜେପିର ତୀବ୍ର ବିରୋଧ May 22, 2025 Nirvay ଭୁବନେଶ୍ୱରରେ ରହୁଥିବା ବାଂଲାଦେଶୀ ନାଗରିକ ପ୍ରସଙ୍ଗରେ ମେୟର ସୁଲୋଚନା ଦାସ ଦେଇଥିବା ମନ୍ତବ୍ୟକୁ ବିରୋଧ କରି କଡା ନିନ୍ଦା କରିଛି ଭାରତୀୟ ଜନତା ପାର୍ଟି । ରାଜଭବନରୁ ଶିଶୁ ଭବନ ପର୍ଯ୍ୟନ୍ତ ପ୍ରତିବାଦ ଶୋଭାଯାତ୍ରା କରି ମେୟର ସୁଲୋଚନା ଦାସଙ୍କ କୁଶ…
ରାଜ୍ୟ କୋଟିଆ ପାଇଁ କମିଟି ଗଠନ କଲେ ରାଜ୍ୟ ସରକାର May 22, 2025 Nirvay କୋରାପୁଟ ଜିଲ୍ଲାର କୋଟିଆ ଗ୍ରାମ ପଞ୍ଚାୟତ ପାଇଁ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସରକାର ୧୬ ଜଣିଆ କମିଟି ଗଠନ କରିଛନ୍ତି । ଗୃହ ବିଭାଗ ACS, ଏସ୍ସି/ଏସ୍ଟି ବିଭାଗ ପ୍ରମୁଖ ସଚିବ ସଦସ୍ୟ, ଗ୍ରାମ୍ୟ ଉନ୍ନୟନ ସଚିବଙ୍କ…
ରାଜ୍ୟ ଶ୍ରୀମନ୍ଦିର ସୁରକ୍ଷା ସଂପର୍କରେ ଛତିଶା ନିଯୋଗ ତରଫରୁ ମନ୍ଦିର ପ୍ରଶାସନକୁ ଚିଠି May 21, 2025 Nirvay ଶ୍ରୀମନ୍ଦିର ସୁରକ୍ଷା ସଂପର୍କରେ ଛତିଶା ନିଯୋଗ ନାୟକ ପାଟ୍ଟଯୋଶୀ ଜନାର୍ଦ୍ଦନ ମହାପାତ୍ର ମନ୍ଦିର ପ୍ରଶାସନକୁ ଚିଠି ଲେଖିଛନ୍ତି । ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତଙ୍କ ପାଇଁ ମାର୍ଗଦର୍ଶିକା ପ୍ରସ୍ତୁତ କରିବାକୁ ସେ ଦାବି କରିଛନ୍ତି । ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଘଟଣାକୁ ନେଇ…
ରାଜ୍ୟ ଓଡ଼ିଶା ସୂଚନା କମିଶନରେ ହେବ ନାହିଁ ଗ୍ରୀଷ୍ମକାଳୀନ ଅବକାଶ May 21, 2025 Nirvay ଓଡ଼ିଶା ସୂଚନା କମିଶନଙ୍କ ଏକ ବୈଠକରେ କମିଶନ ଏହା ସ୍ଥିର କରିଛନ୍ତି ଯେ, ଆଗାମୀ ଗ୍ରୀଷ୍ମକାଳୀନ ଅବକାଶ ବେଳେ ମାମଲାଗୁଡ଼ିକର ଶୁଣାଣି ଜାରି ରହିବ । ବିଗତ ବର୍ଷ ଗୁଡ଼ିକରେ ଯେତେବେଳେ ଉଚ୍ଚ ନ୍ୟାୟାଳୟମାନ ବନ୍ଦ ଥିଲା ଏବଂ ଆଇନଜୀବୀମାନେ ଛୁଟିରେ…
ରାଜ୍ୟ ଛତିଶା ନିଯୋଗ ବୈଠକରେ ବଡ଼ ନିଷ୍ପତ୍ତି; ପହଣ୍ଡି ବେଳେ ରହିବେ ନିର୍ଦ୍ଦିଷ୍ଟ ସେବାୟତ ଓ ଅଧିକାରୀ May 21, 2025 Nirvay ଛତିଶା ନିଯୋଗ ବୈଠକରେ ହୋଇଛି ବଡ଼ ନିଷ୍ପତ୍ତି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ନୀଳାଦ୍ରି ଭକ୍ତ ନିବାସରେ ଏହି ବୈଠକ ଅନୁଷ୍ଠିତ ହୋଇଛି । ଗତବର୍ଷ ଭଳି ପହଣ୍ଡି ଅଘଟଣ ଯେଭଳି ନ ହୁଏ ସେଥିପ୍ରତି ଗୁରୁତ୍ୱ ଦିଆଯାଇଛି ।…
ଦେଶ ବିଶ୍ୱ ଆଉ ଜଣେ ପାକିସ୍ତାନୀ ଅଧିକାରୀଙ୍କୁ ଭାରତ ଛାଡିବାକୁ ନିର୍ଦ୍ଦେଶ May 21, 2025 Nirvay ଅଫିସିଆଲ୍ ଷ୍ଟାଟସ୍ ବାହାରକୁ ଯାଇ କାର୍ଯ୍ୟ କରୁଥିବା ଅଭିଯୋଗରେ ଆଉ ଜଣେ ପାକିସ୍ତାନୀ ଅଧିକାରୀଙ୍କୁ ଭାରତ ଛାଡିବାକୁ କେନ୍ଦ୍ର ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶ । ପାକିସ୍ତାନ ହାଇ କମିଶନରେ କାର୍ଯ୍ୟରତ ଜଣେ ଅଧିକାରୀଙ୍କୁ ସନ୍ଦେହଜନକ କାର୍ଯ୍ୟକଳାପ ସମ୍ପୃକ୍ତି ନେଇ ୨୪…